ଭୁବନେଶ୍ୱର -୨୫.୦୫.୨୦୨୧,ଓଡ଼ିଶାର ଲୋକପ୍ରିୟ ଆଧ୍ୟାତ୍ମିକ ପ୍ରବଚକ ଚାରଣ ରାମ ଦାସ ଗତକାଲି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପ୍ରାୟ ୬୧ ବର୍ଷ ବୟସରେ ଚାରଣ ରାମ ଦାସଙ୍କ ପରଲୋକ ଘଟିଛି । ଚାରଣ ରାମ ଦାସ ନିଜର ଆଧ୍ୟାତ୍ମିକତା ଭରା ପ୍ରବଚନ ପାଇଁ ଓଡିଶାର ଘରେ ଘରେ ପରିଚିତ । କିଛି ଦିନ ତଳେ କରୋନା ଆକ୍ରାନ୍ତ ହୋଇ ହୋଇ ଚାରଣ ରାମଦାସ ପୁରୀ ଆଇ.ଡି.ଏଚ୍. କୋଭିଡ ହସପିଟାଲରେ ଚିକିତ୍ସିତ ହେଉଥିଲେ । କରୋନାରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କ ଫୁସଫୁସ୍ ପ୍ରଭାବିତ ହୋଇଥିଲା ଯାହାଫଳରେ ସେ ଶ୍ୱାସକ୍ରିୟାରେ ଅସୁବିଧା ଅନୁଭବ କରିଥିଲେ । ସମସ୍ତ ଚେଷ୍ଠା ସତ୍ତ୍ୱେ ଡାକ୍ତରୀ ଦଳ ତାଙ୍କ ଜୀବନ ରକ୍ଷା କରିବାରେ ସକ୍ଷମ ହୋଇପାରି ନଥିଲେ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ