ଭୁବନେଶ୍ୱର -୧୨.୦୫.୨୦୨୧, ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବିବନ ବିଶ୍ବାଳ ନାଁରେ ଚାର୍ଜସିଟ ଦାଖଲ କଲା ସିବିଆଇ । ସିବିଆଇ ପକ୍ଷରୁ ସ୍ବତନ୍ତ୍ର ସିବିଆଇ କୋର୍ଟରେ ଚୂଡାନ୍ତ ଚାର୍ଜସିଟ ଦାଖଲ ହୋଇଛି । ଚାର୍ଜସିଟ ଦାଖଲ ସହ ମାମଲାର ତଦନ୍ତ ପ୍ରକ୍ରିୟା ଶେଷ କରିଛି ସିବିଆଇ ।
ଏନେଇ ନିଜ ପ୍ରତିକ୍ରିୟାରେ ଅଞ୍ଜନା କହିଛନ୍ତି ଯେ, ଯଦି ସିବିଆଇ ଠିକ ଭାବେ ଚାର୍ଜ ସିଟ ଲେଖି ନଥିବ ତେବେ ମୋତେ ନ୍ୟାୟ ମିଳିବ ନାହିଁ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍