କେନ୍ଦୁଝର (ଏଏନଏସ)୩୦/୦୩, ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫ। କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଳକ ଡିମିରିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ନାରାୟଣ ଚନ୍ଦ୍ର ସେନାପତିଙ୍କୁ ଗିରଫ କରିଛି ପୋଲିସ । ଛାତ୍ରୀଜଣଙ୍କୁ ପ୍ରଧାନଶିକ୍ଷକ ଅଫିସକୁ ଡାକି ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଥିଲା । ଏହାର ପ୍ରତିବାଦରେ ଗାଁଳୋକ ସ୍କୁଲ ଘେରାଉ କରିଥିଲେ । ଗତକାଲି ଏବିଇଓ ସୁବାସ ଚନ୍ଦ୍ର ମହାନ୍ତି ଓ ଥାନା ଅଧିକାରୀ ସାଇପ୍ରଭା ରାଉତ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଥିଲେ । ଏହି ଘଟଣାରେ ତେଲକୋଇ ଥାନାରେ ସ୍କୁଲ କମିଟି ଓ ଅଭିଭାବକଙ୍କ ତରଫରୁ ଅଭିଯୋଗ ହେବା ପରେ ପ୍ରଧାନଶିକ୍ଷକଙ୍କୁ ଗିରଫ କରିଛି ପୋଲିସ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ