ପୁରୀ (ଏ ଏନ୍ ଏସ ) ୦୩।୦୭: ଜନ୍ମବେଦୀ ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ। ଆଜିଠାରୁ ଶ୍ରଦ୍ଧାଳୁ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ, ଆଡ଼ପ ଅବଢ଼ା ମଧ୍ୟ ପାଇପାରିବେ। ଭକ୍ତମାନେ ଆଜି ଉଭୟ ପରିମାଣିକ ଓ ସାହାଣମେଲା ଦର୍ଶନ କରିପାରିବେ। ଅପରାହ୍ନ ଗୋଟାଏରୁ ୨ଟା ମଧ୍ୟରେ ଆଡ଼ପ ଅବଢ଼ା ବାହାରିବା ପାଇଁ ବ୍ୟବସ୍ଥା ହୋଇଛି। ମଣ୍ଡପରେ ଶ୍ରୀବିଗ୍ରହଙ୍କ ଦର୍ଶନ ପାଇଁ ଜମିଛି ଭିଡ଼ ।
ଜାଣନ୍ତୁ ଜନ୍ମାଷ୍ଟମୀ ବ୍ରତର ମହତ୍ତ୍ଵବିବାହ ପାଇଁ ଟ୍ରାକ୍ଟରରେ ଆସିଲା ବରଅଧିକା ପାଣି ପିଇବା ମଧ୍ଯ ହୋଇପାରେ ସମସ୍ୟାଭତ୍ତାନେଇ ଫେରୁଥିବାବେଳେ ଚାଳିଗଲା ଜୀବନଆସୁଛି ଆଉ ଏକ ଲଘୁଚାପମୁଣ୍ଡଳୀରେ ଵିପଦ ସଙ୍କେତ ଉପରେ ମହାନଦୀପରିବା ଦର ଆକାଶଛୁଆଁପରିକ୍ରମା ପକ୍ଷରୁ ବର୍ଷା କବିତା ଆସରପରିକ୍ରମା ତରଫରୁ ମେଧା ସମ୍ବର୍ଦ୍ଧନା ସମାରୋହମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା