ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ

ପୁରୀ (ଏ ଏନ୍ ଏସ ) ୦୩।୦୭: ଜନ୍ମବେଦୀ ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ। ଆଜିଠାରୁ ଶ୍ରଦ୍ଧାଳୁ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ, ଆଡ଼ପ ଅବଢ଼ା ମଧ୍ୟ ପାଇପାରିବେ। ଭକ୍ତମାନେ ଆଜି ଉଭୟ ପରିମାଣିକ ଓ ସାହାଣମେଲା ଦର୍ଶନ କରିପାରିବେ। ଅପରାହ୍ନ ଗୋଟାଏରୁ ୨ଟା ମଧ୍ୟରେ ଆଡ଼ପ ଅବଢ଼ା ବାହାରିବା ପାଇଁ ବ୍ୟବସ୍ଥା ହୋଇଛି। ମଣ୍ଡପରେ ଶ୍ରୀବିଗ୍ରହଙ୍କ ଦର୍ଶନ ପାଇଁ ଜମିଛି ଭିଡ଼ ।

Leave A Reply

Your email address will not be published.

12 + 12 =