ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତା ଅନ୍ବେଷଙ୍କୁ ଟ୍ୱିଟ କରି ଅଭିନନ୍ଦନ ଜଣାଇଛନ୍ତି । ଅନ୍ବେଷଙ୍କ ସମେତ ଦେଶର ୩୨ ବିଜେତାଙ୍କୁ ଟ୍ୱିଟ କରି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଲେ ଆମ ପିଲାମାନେ ହିଁ ଆତ୍ମନିର୍ଭର ଭାରତ ଗଠନର ପ୍ରମୁଖ ଅଂଶୀଦାର ହେବେ | ଏହି ପିଲାମାନଙ୍କ ସଫଳତା ଅନ୍ୟ ପିଲାଙ୍କୁ ପ୍ରେରଣା ଯୋଗାଇବ । ସେମାନଙ୍କ ସ୍ବପ୍ନ ପୂରଣ ଦିଗରେ ଉତ୍ସାହିତ କରିବ |
ସେପଟେ ଆଜି ସମସ୍ତ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପୁରସ୍କାର ପାଇଁ ମନୋନୀତ ୩୨ ଜଣ ପିଲାଙ୍କ ମଧ୍ୟରୁ ଓଡ଼ିଶାର ଅନ୍ବେଷ ଶୁଭମ ପ୍ରଧାନ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରୁ ମୋଦିଙ୍କ ସହ କଥାହେବେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍