ଭୁବନେଶ୍ୱର, ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେବାକୁ ଥିବା ନିଟ ଓ ଜେଇଇ ପରୀକ୍ଷାକୁ ସ୍ଥଗିତ ରଖିବା ନେଇ ସେ ପ୍ରଧାନମନ୍ତ୍ରୀଙ୍କ ସହ ଯୋଗାଯୋଗ କରିଛନ୍ତି । ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ଥିବାବେଳେ, ଏବେ ବନ୍ୟା ପରିସ୍ଥିତି ଉପୁଜିଛି । ଏହି ସମୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ଅନୁକୂଳ ପରିସ୍ଥିତି ନୁହେଁ ବୋଲି ଦର୍ଶାଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଥାଉକି, ପୂର୍ବରୁ ଏନେଇ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ଜଣାଇଥିଲେ ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା