ଭୁବନେଶ୍ୱର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧା ହୋଇଛନ୍ତି ରାଜଧାନୀର ସବକଲେକ୍ଟର ଅଫିସର ବରିଷ୍ଠ କିରାଣି ଉଦୟନାଥ ଜେନା । କୋଟିପତି ଉଦୟଙ୍କୁ ଆଜି ଗିରଫ କରିଛି ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ । ଗତକାଲି ଉଦୟନାଥଙ୍କ ଘରେ ଭିଜିଲାନ୍ସ ରେଡ୍ କରିଥିଲା। ଉଦୟନାଥଙ୍କର ମୋଟ ସଂପତ୍ତିର ମୂଲ୍ୟ ୧ କୋଟି ୩୨ ଲକ୍ଷ ହୋଇଥିବା ଜଣାପଡ଼ିଛି । ରେଡ୍ ବେଳେ ତାଙ୍କର ପୁରୀରେ ଫ୍ଲାଟ, ଭୁବନେଶ୍ୱରରେ ୨ ମହଲା କୋଠା, ପୈତୃକ ସ୍ଥାନରେ କୋଠା, ବିଭିନ୍ନ ବ୍ୟାଙ୍କରେ ୯ ଲକ୍ଷ ୩୦ ହଜାର ଟଙ୍କାର ଡିପୋଜିଟ୍ ଓ ଅଢେଇ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଥିବା ସୂଚନା ମିଳିଥିଲା ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ