Naveen-Patnaik

ରାମନବମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ପବିତ୍ର ଶ୍ରୀରାମ ନବମୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମର୍ୟ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ।

 

ଅନ୍ୟମାନଙ୍କୁ ଜଣାନ୍ତୁ।