ଭୁବନେଶ୍ୱର, ଶୀତରେ ଥରୁଛି ଓଡିଶା । ରାଜ୍ୟରେ ପାରଦ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିଠାରେ ୩.୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଫୁଲବାଣୀରେ ୫.୫ ଡିଗ୍ରୀ, ଦାରିଙ୍ଗବାଡିରେ ୬.୫ ଡିଗ୍ରୀ, କୋରାପୁଟରେ ୯.୫ ଡିଗ୍ରୀ, ବଲାଙ୍ଗୀର ଓ ଭବାନୀପାଟଣାରେ ୯.୮ଡିଗ୍ରୀ , କଟକରେ ୧୨.୬ ଡିଗ୍ରୀ ଏବଂ ଭୁବନେଶ୍ୱରରେ ୧୩ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ ହୋଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍