କଟକ, ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ଦେଖି, ସମସ୍ତ ନିୟମକୁ କିଛି ମାତ୍ରାରେ କୋହଳ କରାଯାଇଥିଲା । କଣ୍ଟେନମେଣ୍ଟ କଟକଣାକୁ ବନ୍ଦ କରିଦିଆ ଯାଇଥିଲା । କିନ୍ତୁ ଏବେ ପୁଣିଥରେ ରାଜ୍ୟକୁ ଫେରିଚି କଣ୍ଟେନମେଣ୍ଟ । କଟକ ଜିଲ୍ଲା ପାଟସୁନ୍ଦରପୁରର ନୂଆସାହି ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । କାରଣ ସେହି ଗାଁର ଜଣେ ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ଆଉ ୧୩ଜଣ ପଜେଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ତେଣୁ କରୋନା ସଂକ୍ରମଣ ଚେନ୍କୁ ଭାଙ୍ଗିବାକୁ ଯାଇ ଉପଜିଲ୍ଲାପାଳ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି । ଆଜିଠାରୁ ଆସନ୍ତା ଜାନୁଆରୀ ୪ତାରିଖ ପର୍ଯ୍ୟନ୍ତ ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ