ପୁରୀ-06.05.2021(ଅନନ୍ତ ସିଂ), ପୁରୀକୁ ନିରବଚ୍ଛିନ୍ନ ପାଣି ଯୋଗାଇ ଦେବାରେ ସହଯୋଗ ନିମନ୍ତେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ସହ ସିରୋଇକୋଣା ଓ ଉତ୍ତରକୋଣା ଗ୍ରାମର ପ୍ରତିନିଧି ମାନଙ୍କ ସହ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଆଲୋଚନା କରିଛନ୍ତି । ଧାଉଡିଆ ନଦୀର ରିଜରଭଏର ୧ ଓ ୨ ରୁ ପ୍ରତିବନ୍ଧକ ହଟେଇବା ସହ ପୁରୀକୁ ଜଳ ଯୋଗାଣରେ ସହଯୋଗ କରିବା ନିମନ୍ତେ ପ୍ରତିନିଧି ମାନେ ପ୍ରତିଶ୍ରୁତି ଦେଇଛନ୍ତି । ଗ୍ରାମବାସୀଙ୍କ ଦାବି ପ୍ରତି ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଦାୟିତ୍ବ ଦିଆଯାଇଛି ।
ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିନୟ କୁମାର ଦାଶ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ତହସିଲଦାର ଶ୍ରୀ ରବିନ୍ଦ୍ର ପ୍ରଧାନ ଜଳଯୋଗାଣ ନିର୍ବାହୀ ଯନ୍ତ୍ରୀ ଶ୍ରୀ ସରୋଜ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ