You are currently viewing ଆଜି ରାଜ୍ୟରୁ ୮୪୯ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୮୪୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର-୨୯.୦୮.୨୦୨୧ , ଆଜି ରାଜ୍ୟରୁ ୮୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦-୧୮ ବର୍ଷ ମଧ୍ୟରେ ୧୧୯ ଜଣ କୋରୋନାରେ ଆକ୍ରାନ୍ତ ଚିହ୍ନଟ । ସଙ୍ଗରୋଧ କେନ୍ଦ୍ରରୁ ୪୯୧ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୩୫୮ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୬ ହଜାର ୫୦୩, ସୁସ୍ଥ ସଂଖ୍ୟା- ୯ ଲକ୍ଷ ୯୦ ହଜାର ୭୯୬ , ସମୁଦାୟ ସକ୍ରିୟ ସଂଖ୍ୟା ୭୮୨୦, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୯୫୬। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।