You are currently viewing ଆଜି ରାଜ୍ୟରୁ ୬୦୯ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୬୦୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର-୩୦.୦୮.୨୦୨୧ , ଆଜି ରାଜ୍ୟରୁ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦-୧୮ ବର୍ଷ ମଧ୍ୟରେ ୯୭ ଜଣ କୋରୋନାରେ ଆକ୍ରାନ୍ତ ଚିହ୍ନଟ । ସଙ୍ଗରୋଧ କେନ୍ଦ୍ରରୁ ୩୫୪ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୨୫୫ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୭ ହଜାର ୧୧୨, ସୁସ୍ଥ ସଂଖ୍ୟା- ୯ ଲକ୍ଷ ୯୧ ହଜାର ୬୩୦ , ସମୁଦାୟ ସକ୍ରିୟ ସଂଖ୍ୟା ୭ ହଜାର ୫୨୮, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୮୩୪। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୯ ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।