You are currently viewing ଆଜି ରାଜ୍ୟରୁ ୬୩୮ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୬୩୮ କରୋନା ପଜିଟିଭ ଚିହ୍ନଟ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର-୩୧.୦୮.୨୦୨୧ , ଆଜି ରାଜ୍ୟରୁ ୬୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦-୧୮ ବର୍ଷ ମଧ୍ୟରେ ୧୧୦ ଜଣ କୋରୋନାରେ ଆକ୍ରାନ୍ତ ଚିହ୍ନଟ । ସଙ୍ଗରୋଧ କେନ୍ଦ୍ରରୁ ୩୬୭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୨୭୧ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୭ ହଜାର ୭୫୦, ସୁସ୍ଥ ସଂଖ୍ୟା- ୯ ଲକ୍ଷ ୯୨ ହଜାର ୪୭୩, ସମୁଦାୟ ସକ୍ରିୟ ସଂଖ୍ୟା ୭ ହଜାର ୨୫୫, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୮୪୩। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।