You are currently viewing ଆଜି ରାଜ୍ୟରୁ ୮୦୫ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୮୦୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର-୦୫.୦୯.୨୦୨୧ , ଆଜି ରାଜ୍ୟରୁ ୮୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦-୧୮ ବର୍ଷ ମଧ୍ୟରେ ୧୩୧ ଜଣ କୋରୋନାରେ ଆକ୍ରାନ୍ତ ଚିହ୍ନଟ । ସଙ୍ଗରୋଧ କେନ୍ଦ୍ରରୁ ୪୬୭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୩୩୮ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦, ୧୧, ୫୫୮, ସୁସ୍ଥ ସଂଖ୍ୟା- ୯, ୯୬, ୩୦୦ , ସମୁଦାୟ ସକ୍ରିୟ ସଂଖ୍ୟା ୭, ୧୫୮, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୮୨୬। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬ ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।