You are currently viewing ଆଜି ରାଜ୍ୟରୁ ୭୩୪ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୭୩୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର-୨୨.୦୯.୨୦୨୧, ଆଜି ରାଜ୍ୟରୁ ୭୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୧୦୧ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୪୨୪ ଜଣ କ୍ୱାରେଣ୍ଟାଇନରେ ହୋଇଥିବା ବେଳେ ୩୧୦ ଜଣ ଲୋକାଲ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦୨୧୯୫୦, ସୁସ୍ଥ ସଂଖ୍ୟା- ୧୦୦୮୨୨୬ , ସମୁଦାୟ ସକ୍ରିୟ ସଂଖ୍ୟା ୫୫୨୧, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୫୬୦। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।