ଆଜି ରାଜ୍ୟରୁ ୧୦,୩୨୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର -୧୮.୦୫.୨୦୨୧, ଆଜି ରାଜ୍ୟରୁ ୧୦ ହଜାର ୩୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୫,୭୭୯ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୪,୫୪୨ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୬୩୩୩୦୨ , ସୁସ୍ଥ ସଂଖ୍ୟା ୫୨୬୩୫୩, ସମୁଦାୟ ସକ୍ରିୟ ସଂଖ୍ୟା ୧୦୪୫୩୯, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୧୧୮୨୧ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୬୬ ଆକ୍ରାନ୍ତ ଚିହ୍ନଟ

Leave A Reply

Your email address will not be published.