You are currently viewing ଆଜି ରାଜ୍ୟରୁ ୩୩୯ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୩୩୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ଏଏନଏସ)୨୪/୦୨, ଆଜି ୩୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୯ ଓ ସ୍ଥାନୀୟ ଅଞ୍ଚଳରୁ ୧୪୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୪୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୯୭୮, ସୁସ୍ଥ ସଂଖ୍ୟା- ୧୨ ଲକ୍ଷ ୭୧ ହଜାର ୧୮, ସମୁଦାୟ ସକ୍ରିୟ ସଂଖ୍ୟା ୩ ହଜାର ୮୬୨ |

ଅନ୍ୟମାନଙ୍କୁ ଜଣାନ୍ତୁ।