You are currently viewing ରାଜ୍ୟ ରେ ୬୦୯୭ କରୋନା ପଜିଟିଭ ଚିହ୍ନଟ

ରାଜ୍ୟ ରେ ୬୦୯୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର-୧୦.୦୬.୨୦୨୧, ଆଜି ରାଜ୍ୟରୁ ୬୦୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୩୪୪୬ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୨୬୫୧ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୮ ଲକ୍ଷ ୩୭ ହଜାର ୨୨୬, ସୁସ୍ଥ ସଂଖ୍ୟା- ୭୬୪୬୩୭, ସମୁଦାୟ ସକ୍ରିୟ ସଂଖ୍ୟା ୬୯୩୩୩, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୮୦୩୨ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।