You are currently viewing ଆଜି ରାଜ୍ୟରୁ 1379 କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ 1379 କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ 1379 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 808 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 571 ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା 349561, ସୁସ୍ଥ ସଂଖ୍ୟା 339603, ସମୁଦାୟ ସକ୍ରିୟ ସଂଖ୍ୟା 7979, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି 403 ।

ଅନ୍ୟମାନଙ୍କୁ ଜଣାନ୍ତୁ।