ଭୁବନେଶ୍ୱର, ଆଜି ରାଜ୍ୟରୁ 69 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 41 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 28 ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା 337929, ସୁସ୍ଥ ସଂଖ୍ୟା 335250, ସମୁଦାୟ ସକ୍ରିୟ ସଂଖ୍ୟା 709, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି 82 ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST