You are currently viewing ରାଜ୍ୟରେ କୋଭିଡ୍ ନେଲା ୨ ଜଣଙ୍କ ଜୀବନ

ରାଜ୍ୟରେ କୋଭିଡ୍ ନେଲା ୨ ଜଣଙ୍କ ଜୀବନ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର ୧୭/୧୧ : ରାଜ୍ୟରେ ୨୪ ଘଣ୍ଟା  ମଧ୍ୟରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୨୬ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୩ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୦୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସକ୍ରିୟ ମାମଲା ୨୬୫୭ଟି ରହିଥିବା ବେଳେ ୧୦୩୪୯୯୫ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।