You are currently viewing ଦେଶରେ କରୋନା ନେଲା ୩୯୧ ଜଣଙ୍କ ଜୀବନ

ଦେଶରେ କରୋନା ନେଲା ୩୯୧ ଜଣଙ୍କ ଜୀବନ

  • Post category:ଓଡିଶା
  • Reading time:1 mins read

ନୂଆଦିଲ୍ଲୀ ୧୭/୧୨: ଦେଶରେ ୨୪ ଘଣ୍ଟା ମଧ୍ୟରେ କରୋନାରେ ୩୯୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ  ୭୪୪୭ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୭୬,୮୬୯ରେ ପହଞ୍ଚିଛି। ସମୁଦାୟ ସଂକ୍ରମିତଙ୍କ  ସଂଖ୍ୟା ୩,୪୭,୨୬,୦୪୯ରେ ପହଞ୍ଚିଛି। ସକ୍ରିୟ ମାମଲା ୮୬୪୧୫ଟି ରହିଥିବା ବେଳେ ୩୪୧୬୨୭୬୫ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।