You are currently viewing ରାଜ୍ୟରେ କରୋନା ନେଲା ୪ ଜଣଙ୍କ ଜୀବନ

ରାଜ୍ୟରେ କରୋନା ନେଲା ୪ ଜଣଙ୍କ ଜୀବନ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର,୨୨/୦୯: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭୩୪ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସ୍ୟାଂ ୮୧୫୦ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ,ଖୋର୍ଦ୍ଧା, ନୟାଗଡ,କେନ୍ଦ୍ରପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସକ୍ରିୟ ମାମଲା ୫୫୨୧ଟି ରହିଥିବା ବେଳେ ୧୦୦୮୨୨୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।