You are currently viewing ରାଜ୍ୟରେ କରୋନା ନେଲା ୬ ଜଣଙ୍କ ଜୀବନ
Coronavirus illustration isolated on a white large banner

ରାଜ୍ୟରେ କରୋନା ନେଲା ୬ ଜଣଙ୍କ ଜୀବନ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର, ୧୮/୦୯: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୯୫ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୨୮ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି । ସକ୍ରିୟ ମାମଲା ୫୮୭୬ ଟି ରହିଥିବା ବେଳେ ୧୦୦୫୫୬୪ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।