You are currently viewing କରୋନା ନେଲା ୬୮ ଜୀବନ

କରୋନା ନେଲା ୬୮ ଜୀବନ


ଭୁବନେଶ୍ୱର,୦୫/୦୮: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩୪୨ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ସକ୍ରିୟ ମାମଲା ୧୩୫୧୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୯୬୩୭୧୮ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।