You are currently viewing ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୦୨/୦୬, ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୯୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ବ ର୍ଷରୁ କମ୍ ବୟସ ବର୍ଗରେ ରହିଛନ୍ତି ୩୦ ଜଣ । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୦ ହଜାର କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୧୨ ଲକ୍ଷ ୭୯ ହଜାର ୯୭୮ ଜଣ । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୩୫କୁବୃଦ୍ଧି ପାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।