You are currently viewing ଉପରତଳ କରୋନା ଗ୍ରାଫ୍

ଉପରତଳ କରୋନା ଗ୍ରାଫ୍

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (ଏ ଏନ୍ ଏସ)୧୪/୦୮, ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୨୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।