କଳାହାଣ୍ଡି(ଧର୍ମଗଡ): କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ରେନଗୁଡାରୁ ଟିପିଗୁଡା ସଡକ ନିର୍ମାଣରେ ଦୁର୍ନୀତି ଅଭିଯୋଗ ହୋଇଛି | ରାତି ଅଧିଆ ପିଚୁ ପକାଇ ଠିକାଦାର ନିମ୍ନମାନର ରାସ୍ତା କାମ କରୁଛନ୍ତି | ଅର୍ଥ ହରିଲୁଟ ପାଇଁ ଠିକାଦାର ରାତିଅଧିଆ ନିମ୍ନମାନର କାମ କରୁଥିବା ଅଭିଯୋଗ ହେବାପରେ ବିଭାଗୀୟ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ନିମ୍ନ ମାନର ପିଚୁ କାର୍ଯ୍ୟକୁ ବନ୍ଦ କରିବାକୁ ଠିକାଦାରଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି | ଯନ୍ତ୍ରୀଙ୍କ ବିନା ଉପସ୍ଥିତିରେ କିପରି ରାତିଅଧିଆ କାମ ଚାଲିଛି ତାହାର ତଦନ୍ତ ପାଇଁ ଦାବି ହୋଇଛି |
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ