ଭୁବନେଶ୍ବର, କୋରାପୁଟରୁ ନକଲି ନୋଟ୍ ଜବତ । କୋରାପୁଟ ଜିଲ୍ଲା ସୁନାବେଡା ବସଷ୍ଟାଣ୍ଡରୁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ନକଲି ନୋଟ୍ ଜବତ କରିଛି । ଅଭିଯୋଗରେ ଜଣଙ୍କୁ ଗିରଫ କରାଯାଇଛି । ସୂଚନା ଅନୁସାରେ, କୋରାପୁଟ ଜିଲ୍ଲା ସୁନାବେଡା ବସଷ୍ଟାଣ୍ଡରୁ ୩ ଲକ୍ଷ ୨୮ ହଜାର ୩୦୦ ଟଙ୍କାର ନକଲି ନୋଟ୍ ଜବତ ହୋଇଛି । ନକଲି ନୋଟ୍ ଜବତ କରିଛି କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ । ନକଲି ନୋଟ୍ ରଖିଥିବା ଅଭିଯୋଗରେ କୋରାପୁଟ ନନ୍ଦପୁରର ଯୁବକଙ୍କୁ ଗିରଫ କରାଯାଇଛି । ସୁନାବେଡା ଥାନାରେ ଏ ନେଇ ମାମଲା ରୁଜୁ କରିଛି ଏସ୍ଟିଏଫ୍ ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ