ପୁରୀ-୨୩.୦୪.୨୦୨୧(ଅନନ୍ତ ସିଂ), ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ଥିବା କୋଭିଡ କେୟାର ସେଣ୍ଟର ଶୁଭାରମ୍ଭ କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଏଠାରେ ୮୦ଟି ଶଯ୍ୟାର ବ୍ୟବସ୍ଥା ଥିବାବେଳେ ୫୦ଟି ଅକ୍ସିଜେନ୍ ସିଲିଣ୍ତର, ୪ଟି ଆମ୍ବୁଲାନ୍ସ ପ୍ରସ୍ତୁତ ରହିଛି । ସେହିଭଳି ସଂକ୍ରମିତ ରୋଗ ଚିକିତ୍ସାଳୟରେ ୧୩୦ଟି ଶଯ୍ୟା, ୧୫ଟି ଆଇସିୟୁ ଓ ୨୦୦ଟି ଅକ୍ସିଜେନ ସିଲିଣ୍ତର ରହିଛି ।
ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିନୟ କୁମାର ଦାଶ, ପିକେଡିଏ ସଚିବ ଶ୍ରୀ ଲଲାଟେନ୍ଦୁ ସାହୁ, ହସପିଟାଲ ପରିଚାଳକ ଡଃ ଦେବଦୁଲ୍ଲଭ ନାୟକ, ଡାକ୍ତର, ପାରାମେଡିକ୍ସ ପ୍ରମୁଖ ଉପସ୍ଥିତ ଥିଲେ ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST