ଭୁବନେଶ୍ୱର, ସାରା ଦେଶରେ କରୋନା ତାର ପ୍ରଭାବ ବିସ୍ତାର କରିବାରେ ଲାଗିଛି । କରୋନାର ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି । କରୋନା କଟକଣାକୁ କଡାକଡିଭାବେ ପାଳନ କରିବା ପାଇଁ ନିର୍ଦ୍ଦେଶ ମଧ୍ୟ ଦିଆଯାଉଛି । ତେବେ ରାଜ୍ୟରେ କରୋନା ର ମୁକାବିଲା କରିବା ପାଇଁ ନୂଆ କଟକଣା ଜାରି ହୋଇଛି । ଏଣିକି ଓଡିଶାକୁ ଆସିବାକୁ ହେଲେ ୭୨ ଘଣ୍ଟା ମଧ୍ୟରେ ହୋଇଥିବା RT-PCR ଟେଷ୍ଟ ନେଗେଟିଭ ରିପୋର୍ଟ କିମ୍ବା କୋଭିଡ ଟିକାର ଦ୍ୱିତୀୟ ଡୋଜ ନେଇଥିବା ସାର୍ଟିଫିକେଟ ପ୍ରଦାନ କରିବାକୁ ପଡିବ। ଏଥିରୁ ଯଦି କୌଣସି ରିପୋର୍ଟ ନଥାଏ ତେବେ ୭ ଦିନ ଯାଏଁ କ୍ୱାରେଣ୍ଟାିନରେ ରହିବାକୁ ପଡିବ । ଏହି କଟକଣା ଏପ୍ରିଲ ୧୨ ତାରିଖରୁ ଲାଗୁ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍