You are currently viewing କୋଭିଡ଼ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ହେଲା ତାଳଚେର MCL ହସ୍ପିଟାଲ

କୋଭିଡ଼ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ହେଲା ତାଳଚେର MCL ହସ୍ପିଟାଲ

ଅନୁଗୁଳ-01.05.2021, କୋଭିଡ଼ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ହେଲା ତାଳଚେର MCL ହସ୍ପିଟାଲ । ଅନୁଗୁଳରେ କରୋନା ସଂକ୍ରମଣ ବଢୁଥିବାରୁ ତାଳଚେର MCL ହସ୍ପିଟାଲକୁ କୋଭିଡ଼ ହସ୍ପିଟାଲରେ ପରିଣତ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରହ୍ଲାଦ ଯୋଶୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ । ପରେ ତାଳଚେର ସ୍ଥିତ ଏମସିଏଲ ହସ୍ପିଟାଲକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଭିଡ ହସ୍ପିଟାଲରେ ପରିଣତ କରାଯାଇଛି । ଏଠାରେ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ମଧ୍ୟ କରାଯାଇଛି । ଏ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।