ଭୁବନେଶ୍ୱର, ଦେଶରେ ମାର୍ଚ୍ଚ ୧ରୁ ବୟସ୍କଙ୍କ ଟିକାକରଣ ହେବ । ଏହାକୁ ନେଇ ଗାଇଡଲାଇନ ଜାରି କରାଯାଇଛି ।ରବିବାର ଛାଡ଼ି ସପ୍ତାହରେ ୫ ଦିନ ଟିକାକରଣ କରାଯିବ। ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ମାଗଣା କୋରୋନା ଟିକା ଦିଆଯିବ ଏବଂ ଗୁରୁତର ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ମଧ୍ୟ ମାଗଣା ଟିକା ଦିଆଯିବ । ଆଜି ଏନେଇ ପ୍ରେସମିଟ୍ କରି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର । ସାରା ଦେଶରେ ୧୦ ହଜାର ସରକାରୀ କେନ୍ଦ୍ର ଓ ୨୦ ହଜାର ଘରୋଇ ଟିକା କେନ୍ଦ୍ରରେ ଟିକାଦିଆଯିବ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ