ବାଲେଶ୍ୱର, ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକର ଆରୁହାବାଡ଼ ପଞ୍ଚାୟତ ଅନ୍ତର୍ଗତ ସମୁଦ୍ରରୁ ଏକ କୁମ୍ଭୀର ଉଦ୍ଧାର ହୋଇଛି। ସୂଚନା ମୁତାବକ ଆରୁହାବାଡ଼ ଗ୍ରାମର କିଛି ମତ୍ସ୍ୟଜୀବୀ ମାଛ ମାରିବାକୁ ସମୁଦ୍ରକୁ ଯାଇଥିଲେ। ସେମାନେ ବିଛାଇଥିବା ଜାଲରେ କୁମ୍ଭୀରକୁ ଦେଖିଥିଲେ। ତେବେ କୁମ୍ଭୀରଟି ବଞ୍ଚିଥିବାରୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରି ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି କୁମ୍ଭୀରକୁ ଉଦ୍ଧାର କରିଥିବା ଜଣାପଡ଼ିଛି।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ