ବାଲେଶ୍ୱର, ଜିଲ୍ଲାର ବସ୍ତାର ମଥାନୀଠାରେ ବିପଦ ସଂକେତ ଟପିଛି ଜଳକା ନଦୀ। ମଥାନୀଠାରେ ଏବେ ୬.୨୩ ମିଟରରେ ଜଳ ପ୍ରବାହିତ ହେଉଛି। ଲଘୁଚାପ ଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି। ଯଦି ଏଭଳି ଭାବରେ ବର୍ଷା ଲାଗିରହେ, ତେବେ ଅଞ୍ଚଳରେ ବନ୍ୟା ହେବାର ଆଶଙ୍କା ରହିଛି।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା