କଟକ-୩୦,୦୪,୨୦୨୧, କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ କଟକ ସହରରେ ଲାଗୁ ହେବ ସାନି କଟକଣା। ଦିନ ୨ ଟା ପରେ ବନ୍ଦ ରହିବ କଟକ ସହରର ସବୁ ଦୋକାନ ବଜାର । ଏହି କଟକଣା ଆସନ୍ତା ୧୮ ତାରିଖ ଯାଏଁ ଲାଗୁ ହେବ । ଦିନ ୨ ଟା ପରେ କେବଳ ଔଷଧ ଦୋକାନ ହିଁ ଖୋଲା ରହିବ । ଦିନ ୨ଟା ପରେ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ବ୍ୟବସାୟୀ ସଂଘ ।ବ୍ୟବସାୟୀ ସଂଘର ଏଭଳି ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ସିଏମସି କମିଶନର । ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ସିଏମସି କମିଶନର ଅନନ୍ୟା ଦାଶ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍