ନୂଆଦିଲ୍ଲୀ-୧୯.୦୫.୨୦୨୧, ଆରବ ସାଗରରୁ ସୃଷ୍ଟି ହୋଇଥିବା ବାତ୍ୟା ‘ତଉକ୍ତେ’ ପ୍ରଭାବରେ ଗୁଜୁରାଟରେ ଅନେକ କ୍ଷୟକ୍ଷତି ହୋଇଥିଲା। ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ଓ ଝଡ଼ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି । ବାତ୍ୟା ପ୍ରଭାବରେ ଗୁଜରାଟରେ ୧୩ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଗୁରୁତର ଆହତ ହୋଇଛନ୍ତି। ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ଏବଂ ଡିୟୁ ଗସ୍ତ କରି ବାତ୍ୟା ‘ତାଉକ୍ତେ’ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ଏହା ପରେ ଗୁଜୁରାଟ ପାଇଁ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ହଜାରେ କୋଟିର ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ମଧ୍ୟ ଘୋଷଣା ହୋଇଛି।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍