ଭୁବନେଶ୍ୱର(ଏଏନଏସ)୧୮/୧୦, ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ। ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି । ଏଥି ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପଜାଣନ୍ତୁ ବିଲେଇ ଘରେ ମରିବା ଶୁଭ ନା ଅଶୁଭ