ଭୁବନେଶ୍ୱର, ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଦେହାନ୍ତ ହୋଇଛି । କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରକାଶ ରାଓଙ୍କ ମୃତ୍ୟୁ ଘଟିଛି । ପ୍ରକାଶ କଟକ ବକ୍ସି ବଜାରରେ ଏକ ଚା ଦୋକାନ କରି ନିଜର ଗୁଜୁରାଣ ମେଣ୍ଟାଉଥିଲେ । ଦୋକାନରୁ ମିଳୁଥିବା ଅର୍ଥରେ ବସ୍ତି ପିଲାଙ୍କୁ ରଖି ପାଠ ମଧ୍ୟ ପଢ଼ାଉଥିଲେ ସେ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ