ଭୁବନେଶ୍ୱର, ଓଡ଼ିଶାର କାଶ୍ମୀର ଭାବେ ଲୋକପ୍ରିୟ ସ୍ଥାନ ଦାରିଙ୍ଗିବାଡିର ପରିଚିତ ପ୍ରାକୃତିକ ସୁନ୍ଦରତାରେ ଇକୋ ରିଟ୍ରିଟ ଆୟୋଜିତ ହେବ ତେଣୁ ସେଠାକାର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି । ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ । ଆସନ୍ତା ୮ତାରିଖରେ ଉଦଘାଟନ ହେବାକୁ ଥିବାବେଳେ ଏହା ପ୍ରଥମ ଥର ପାଇଁ ଆୟୋଜିତ ହେଉଥିବାରୁ ମନ୍ତ୍ରୀ ସେଠାକାର ସ୍ଥିତି ସମୀକ୍ଷା କରିଛନ୍ତି ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି