ସୋନପୁର(୨.୧୨.୨୨) : ସୁବର୍ଣ୍ଣପୁର ଜିଲ୍ଲା ବୈଦ୍ଧ-ମନମୁଣ୍ଡା ବାଇପାସ ନାଳରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତକଙ୍କ ନାଁ ହେଉଛି ଚିତ୍ତରଞ୍ଜନ ନାୟକ । ଆଜି ସକାଳେ ଚିତ୍ତ ରଞ୍ଜନଙ୍କ ମୃତଦେହ ବୌଦ୍ଧ-ମନମୁଣ୍ଡା ବାଇପାସ୍ ନାଳରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୋଲିସକୁ ଖବର ଦେଇଥିଲେ। ପୁଲିସ ଚିତ୍ତ ରଞ୍ଜନଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଚିତ୍ତରଞ୍ଜନଙ୍କ ମୃତଦେହ ନିକଟରେ ମଦ ବୋତଲ, ଗ୍ଲାସ ଓ ପାୱାରବେଙ୍କ ପଡ଼ିଛି। ଏହାସହ ଏକ ମଟର ସାଇକେଲ ମଧ୍ୟ ପଡ଼ିଛି।ଚିତ୍ତ ରଞ୍ଜନଙ୍କୁ ଯୋଜନା ବଦ୍ଧ ଭାବେ ହତ୍ୟା କରାଯାଇଛି ନା ଆଉ କିଛି କାରଣ ଅଛି ତାହା ଜଣାପଡ଼ି ନାହିଁ। ତାଙ୍କୁ କିଏ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାର ତଦନ୍ତ କରୁଛି।
ଅଜବ ମନ୍ଦିର : ଯେଉଁଠାରେ କୁକୁରମାନଙ୍କ ନାମକରଣ କରାଯାଏଡାର୍କ ଚକଲେଟ ହୋଇପାରେ ଘାତକକଅଯୋଧ୍ୟାରେ ପହଞ୍ଚିଲା ଶାଳଗ୍ରାମ ପଥରଗାତରେ ପଡି ଶିଶୁ କନ୍ୟା ମୃତଯୁବକ ଙ୍କୁ ବିଭତ୍ସ ହତ୍ୟାNEWS SUPERFAST [email protected]ଝିଅଙ୍କୁ ଦେଖି ଚେତାଶୂନ୍ୟ ହେଲେ ଛାତ୍ରଅର୍ଚ୍ଚନା ନାଗ ମାମଲା : କୋର୍ଟରେ ଚାର୍ଜସିଟ ଦାଖଲ କରିବ କମିଶନରେଟ ପୋଲିସ୨୪ ଫେବ୍ରୃଆରୀରେ ବିଧାନସଭାରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀଦନ୍ତାର ମୃତଦେହ ଠାବ