ଭୁବନେଶ୍ୱର, ପୁଣି ବରମୁଣ୍ଡା ବ୍ରିଜ ତଳ ନାଳ ଭିତରୁ ଖଣ୍ଡଗିର ଥାନା ପୋଲିସ ଏକ ଅଜଣା ମୃତଦେହ ଉଦ୍ଧାର କରିଛି। ତା’ ସହିତ ଏକ ବାଇକ ମଧ୍ୟ ଉଦ୍ଧାର ହୋଇଛି। ଉଦ୍ଧାର ହୋଇଥିବା ଗାଡ଼ିଟିର ଡାହାଣ ପାର୍ଶ୍ଵ ଲେଗ୍ ଗାର୍ଡ ଭାଙ୍ଗି ଯାଇଛି। ଏହା ସହ ପୁଲିସ ଉଦ୍ଧାର କରିଥିବା ମୃତକର ବେକରେ କଟା ଦାଗ ସହ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ରହିଛି। ପାରିପାର୍ଶ୍ବିକ ପରିସ୍ଥିତିରୁ ପୁଲିସ ଏହାକୁ ଏକ ଦୁର୍ଘଟଣା ବୋଲି କହିଛି। ତେବେ ଗାଡ଼ି ନମ୍ବରରୁ ମାଲିକ ସୁବ୍ରତ ଧଳ ବୋଲି ଜଣା ପଡ଼ିଛି। ଏହି ନମ୍ବର ଆଧାରରେ ମାଲିକଙ୍କ ସହ ଯୋଗାଯୋଗ କରାଯାଉଥିବା ପୁଲିସ କହିଛି।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ