ବାରିପଦା, ମୟୁରଭଞ୍ଜ ଜିଲ୍ଲାରେ ଘଟିଛି ଏକ ଅଭାବନୀୟ ଘଟଣା । ଜିଲ୍ଲାର କପ୍ତିପଦା ଥାନା ଅନ୍ତର୍ଗତ ପୋଡ଼ାଡିହା ପଞ୍ଚାୟତର ନଛିପୁର ଗାଁରେ ଶିକାରୀ ସନ୍ଦେହରେ ଜଣେ ଯୁବକଙ୍କୁ ବନ ବିଭାଗର କର୍ମଚାର ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି । ପରେ ମୃତ ଦେହକୁ ବନ ବିଭାଗ କାର୍ଯ୍ୟାଳୟ ବାହାରେ ରଖି କାର୍ଯ୍ୟାଳୟ ଘେରାଉ କରିଛନ୍ତି ଗ୍ରାମବାସୀ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ