ଭୁବନେଶ୍ୱର, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ରେସନରେ ପରିଣତ ହେବା ସହ ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇଛି । ତେବେ ଏହା ଦୁର୍ବଳ ହୋଇପଡ଼ିଥିବାରୁ ଡିପ-ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ହ୍ରାସ ପାଇଛି । ତେବେ ଆଜି ମଧ୍ୟାହ୍ଣ ସୁଦ୍ଧା ଏହା ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପଡ଼ା ଅଞ୍ଚଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହା ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇଥିବାରୁ ଓଡ଼ିଶା ପ୍ରତି ବିପଦ ଆଶଙ୍କା ଦୂର ହୋଇଛି । ତେବେ ଆଜି ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇପାରେ ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ