ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ, ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଲାଗୁ କରିବା ପାଇଁ ସେ ଚିଠିରେ ଅନୁରୋଧ କରିଛନ୍ତି । ଆୟୁଷ୍ମାନ ଭାରତରେ ରାଜ୍ୟରେ ୬୦ଲକ୍ଷ ହିତାଧିକାରୀ ଉପକୃତ ହେବେ । ଦୁର୍ଗମ ଅଞ୍ଚଳର ଲୋକଙ୍କୁ ସ୍ୱାସ୍ଥ୍ୟ ସୁବିଧା ଯୋଗାଇବ ଏହି ଯୋଜନା ବୋଲି ସେ କହିଛନ୍ତି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ