ନୂଆଦିଲ୍ଲୀ, କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରବାସୀ ଓଡିଆଙ୍କ ଜୀବନଜୀବିକା ପାଇଁ ପୁର୍ନବାର ‘ଶ୍ରମିକ ସ୍ପେଶାଲ ଟେନ୍’ ଚଳାଚଳ କରିବା ପାଇଁ ଧର୍ମେନ୍ଦ୍ର ଚିଠିରେ ଅନୁରୋଧ କରିଛନ୍ତି । ସେ ଉଲ୍ଲେଖ କରିଛନ୍ତି ଯେ, ‘ଓଡିଶାରୁ ଅନ୍ୟ ରାଜ୍ୟକୁ ଟ୍ରେନ୍ ଚଳାଚଳ କରାଯାଉ । ଟ୍ରେନ୍ ଚାଲିଲେ ଶ୍ରମିକ କାର୍ଯ୍ୟକ୍ଷେତ୍ରକୁ ଯାଇପାରିବେ ।

New Delhi, June 29 (ANI): Union Petroleum Minister Dharmendra Pradhan attends stone laying of India Oil Technology development, in New Delhi on Monday. (ANI Photo)