ଭୁବନେଶ୍ୱର, କରୋନା ପାଇଁ ଅନେକ ପର୍ଯ୍ୟଟନ ସ୍ଥଳୀ ବନ୍ଦ ହୋଇରହିଥିବା ବେଳେ ଏବେ ଖୋଲିବାରେ ଲାଗିଛି । ଏହାରି ମଧ୍ୟରେ ଦୀର୍ଘ ୭ ମାସର ବ୍ୟବଧାନ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶାନ୍ତି ସ୍ତୁପ ଧଉଳି । ଶାନ୍ତି ସ୍ତୁପ ସର୍ବସାଧାରଣଙ୍କ ପାଇଁ ଖୋଲା ଯାଇଛି । ଏହାର ପରିଦର୍ଶନ ସମୟରେ ପର୍ଯ୍ୟଟକ ମାନେ ସମସ୍ତ କୋଭିଡ କଟକଣା ଅନୁସରଣ କରିବେ ବୋଲି ଅଧିକାରୀମାନେ କହିଛନ୍ତି ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ