ଭୁବନେଶ୍ୱର, ଆଜି ଢ଼େଙ୍କାନାଳ ବିଧାୟକ ସୁଧୀର ସାମଲଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ସଙ୍ଗରୋଧରେ ଅଛନ୍ତି ବୋଲି କହିଛନ୍ତି । ଗତ କିଛି ଦିନ ଭିତରେ ତାଙ୍କ ପିଏସଓଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ଦରକାର ପଡ଼ିଲେ କୋଭିଡ଼ ପରୀକ୍ଷା କରିବା ପାଇଁ ସୁଧୀର ଅନୁରୋଧ କରିଛନ୍ତି ।
ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚ